Jun 1, 2024, 19:37 IST

DJ ବୟଙ୍କ ପାଇଁ ଜୀବନ ହାରିଲେ ବାର ଡ୍ୟାନ୍ସର୍ ଦେଖନ୍ତୁ ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ଖବର

Vv

ନମସ୍କାର ପାଠକ ବନ୍ଧୁ। ବନ୍ଧୁଗଣ ସୋସିଆଲ ମିଡିଆରେ ପ୍ରତ୍ୟେକ ସମୟ କିଛି ନା କିଛି ଖବର ବା ଭିଡିଓ ଦେଖିବାକୁ ମିଳିଥାଏ। ତେବେ ବନ୍ଧୁଗଣ ଆମ ସମାଜରେ ଯାହାବି କିଛି ଘଟଣା ଗୁଡିକ ହୋଇଥାଏ ତାହାକୁ ଆମେ ସୋସିଆଲ ମିଡିଆ ମାଧ୍ୟମରେ ଜାଣିପାରୁ। ଆଜିକାଲି ଛୋଟ ପିଲାଙ୍କ ଠାରୁ ଆରମ୍ଭ କରି ବୟସ୍କ ବ୍ୟକ୍ତିଙ୍କ ପର୍ଯ୍ୟନ୍ତ ସମସ୍ତେ ଅନ୍ଲାଇନ୍ ସହ ଯୋଡିତ ରହୁଛନ୍ତି। କେତେବେଳେ ଏହି ସୋସିଆଲ ମିଡ଼ିଆ ସମାଜ ଉପରେ ଭଲ ପ୍ରଭାଵ ପକାଉଛି ତ ଆଉ କେତେବେଳେ ଏହା ସମାଜ ଉପରେ ମଧ୍ଯ ଖରାପ୍ ପ୍ରଭାଵ ପକାଉଛି। 
Gg
ଆଜିକାଲି ସୋସିଆଲ ମିଡିଆ ପାଇଁ କିଛି ଘଟଣା ଅଛପା ହୋଇ ରହୁନାହିଁ। ଯାହା କିଛି ଘଟୁଛି ତାହା କ୍ଷଣିକ ମଧ୍ୟରେ ହିଁ ସୋସିଆଲ ମିଡ଼ିଆ ରେ ଦେଖିବାକୁ ମିଳିଥାଏ। ଆଜିକାଲି ଯୁବପିଢୀଙ୍କ ପାଇଁ ଏହି ସୋସିଆଲ ମିଡ଼ିଆ ସହଜ ଓ ସରଳ ଉପାୟ ପାଲଟି ଯାଇଛି। ଆଗକାଳରେ ଲୋକ ମାନେ ଯେଉଁସବୁ ଘଟଣା ଘଟିଥିଲା ସେ ବିଷୟରେ ସହଜରେ ଜାଣି ପାରିନଥିଲେ କାରଣ ସେତେବେଳେ ଏତେ ସୁବିଧା ନଥିଲା। ତେବେ ବନ୍ଧୁଗଣ ବର୍ତ୍ତମାନ ଏକ ଖବର ସାମ୍ନାକୁ ଆସିଛି।
Vv
ବନ୍ଧୁଗଣ ରାଜଧାନୀରେ ଭୁବନେଶ୍ୱରରେ ବାର ଡ୍ରାନ୍ସରଙ୍କ ସନ୍ଦେହଜନକ ମୃ-ତ୍ୟୁ। ବନ୍ଦ ଘରେ ରକ୍ତାକ୍ତ ଅବସ୍ଥାରେ ପଡିଛି ମୃ-ତ-ଦେ-ହ। ପାହାଳ ଥାନା ଅନ୍ତର୍ଗତ ଶିବଶକ୍ତି ନଗରର ଭଡାଘରୁ ଯୁବତୀଙ୍କ ରକ୍ତ ଜୁଡୁବୁଡୁ ମୃ-ତ-ଦେ-ହ ଉଦ୍ଧାର ହୋଇଛି। ତେବେ ମୃ-ତ ଯୁବତୀ ଜଣଙ୍କ ହେଉଛନ୍ତି ଚାରୁ ମଲହୋତ୍ରା, ଘର ଚଣ୍ଡୀଗଡ଼। ଚାରୁ ମୃ-ତ୍ୟୁ କରିବା ପରେ ଚର୍ଚ୍ଚା ଜୋରସୋର୍ ଚାଲିଛି। ଏହି ସୁନ୍ଦରୀ ବାର ଡ୍ରାନ୍ସରଙ୍କ ମୃତ୍ୟୁ ପଛରେ ରହିଛି ଜଣେ ଡିଜେ ବୟେର ହାତ ବୋଲି କୁହାଯାଉଛି।
ମିଳିଥିବା ସୂଚନା ଅନୁଯାୟୀ କଟକ ରୋଡର ଏକ ଡ୍ୟାନ୍ସ ବାରରେ କାମ କରୁଥିଲେ ଚାରୁ। ମୃ-ତ-ଦେ-ହ ଜବତ ହୋଇଥିବା ବିଲ୍ଡିଂ ଭିତରେ ୨୫ ଜଣ ଯୁବତୀ ରହୁଥିବା ଜଣାପଡିଛି। ସୂଚନା ପାଇ ପାହାଳ ଥାନା ପୋଲିସ ଘଟଣାସ୍ଥଳରେ ପହଁଚି ତଦନ୍ତ ଚଳାଇଛି। ପାରିପାର୍ଶ୍ବିକ ପରିସ୍ଥିତି ଦେଖି ଆ-ତ୍ମ-ହ-ତ୍ୟା ମାମଲା ରୁଜୁ କରାଯାଇଛି।ଅଧିକ ତଦନ୍ତ ପାଇଁ ପୋଲିସ ଯୁବତୀଜଣଙ୍କର ଫୋନ, ସୋସିଆଲ ମିଡିଆ ମେସେଜ ଯାଞ୍ଚ ଚଳାଇଛି।

Advertisement