Jun 26, 2024, 18:27 IST

ଆସିଲା ସାଙ୍ଘାତିକ ବର୍ଷା ଦେଖନ୍ତୁ କେଉଁ କେଉଁ ଜିଲ୍ଲାକୁ ମିଳିଲା ରେଡ ଆଲର୍ଟ

Vv

ନମସ୍କାର ପାଠକ ବନ୍ଧୁ। ବନ୍ଧୁଗଣ ସୋସିଆଲ ମିଡିଆରେ ପ୍ରତ୍ୟେକ ସମୟ କିଛି ନା କିଛି ଖବର ବା ଭିଡିଓ ଦେଖିବାକୁ ମିଳିଥାଏ। ତେବେ ବନ୍ଧୁଗଣ ଆମ ସମାଜରେ ଯାହାବି କିଛି ଘଟଣା ଗୁଡିକ ହୋଇଥାଏ ତାହାକୁ ଆମେ ସୋସିଆଲ ମିଡିଆ ମାଧ୍ୟମରେ ଜାଣିପାରୁ। ଆଜିକାଲି ଛୋଟ ପିଲାଙ୍କ ଠାରୁ ଆରମ୍ଭ କରି ବୟସ୍କ ବ୍ୟକ୍ତିଙ୍କ ପର୍ଯ୍ୟନ୍ତ ସମସ୍ତେ ଅନ୍ଲାଇନ୍ ସହ ଯୋଡିତ ରହୁଛନ୍ତି। ଆଜିକାଲି ସୋସିଆଲ ମିଡିଆ ପାଇଁ କିଛି ଘଟଣା ଅଛପା ହୋଇ ରହୁନାହିଁ। ଯାହା କିଛି ଘଟୁଛି ତାହା କ୍ଷଣିକ ମଧ୍ୟରେ ହିଁ ସୋସିଆଲ ମିଡିଆରେ ଦେଖିବାକୁ ମିଳୁଛି।
Hh
ସୋସିଆଲ ମିଡ଼ିଆ ରେ ଦେଖିବାକୁ ମିଳିଥାଏ। ଆଜିକାଲି ଯୁବପିଢୀଙ୍କ ପାଇଁ ଏହି ସୋସିଆଲ ମିଡ଼ିଆ ସହଜ ଓ ସରଳ ଉପାୟ ପାଲଟି ଯାଇଛି। ବନ୍ଧୁଗଣ ବିଜୁଳି ଘଡଘଡି ସାଙ୍ଗକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ବିଜୁଳି ଘଡଘଡି ସାଙ୍ଗକୁ ପବନର ବେଗ ମଧ୍ୟ ଅଧିକ ରହିବ। ତେବେ ଆଗୁଆ ସତର୍କ ଜାରି କରାଗଲାଣି ପାଣିପାଗ ବିଭାଗ। ଅତିଆବଶ୍ୟକ ନଥିଲେ ଘର ନବାହାରିବାକୁ ପରାମର୍ଶ ଦିଆଯାଇଛି। ସକ୍ରିୟ ହେବାକୁ ଲାଗିଛି ମୌସୁମୀ। ବିଭିନ୍ନ ସ୍ଥାନରେ ଆକାଶ ମେଘାଚ୍ଛନ୍ନ ରହିଥିବା ବେଳେ ତୁହାକୁତୁହା ବର୍ଷା ଲାଗି ରହିଛି। 
Bb
ଅଧାରାତିରେ ମାଡ଼ି ଆସିବ ବର୍ଷା। ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଏବେଠୁ ହେଇଯାଆନ୍ତୁ ସତର୍କ। ବନ୍ଧୁଗଣ ମୌସୁମୀ ଆସିବା ପରେ ଏବେ ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହେଇଯାଇଛି। ଅସହ୍ୟ ଗରମ ଗୁଳୁଗୁଳିରୁ ଲୋକଙ୍କୁ ମିଳିଛି ତ୍ରାହି। ଏହି ଘଡ଼ଘଡ଼ି ବର୍ଷାରେ କିଛି ଲୋକଙ୍କ ଜୀବନ ଚାଲିଯାଉଥିବା ଖବର ମଧ୍ୟ ସାମ୍ନାକୁ ଆସୁଛି। ଏହାରି ମଧ୍ୟରେ ରାଜ୍ୟରେ ଅନେକ ସ୍ଥାନରେ ବିଜୁଳି ଘଡଘଡି ସହିତ ବର୍ଷା ହେବା ନେଇ ଆଶଙ୍କା କରାଯାଇଛି। ବିଜୁଳି ଘଡଘଡି ସହିତ ବର୍ଷା ହେବା ନେଇ ୨୦ ଜିଲ୍ଲାକୁ ୟୋଲ ୱାରିଂ ଜାରି କରାଯାଇଛି। 
ଆଉ ସେହି ଜିଲ୍ଲା ଗୁଡ଼ିକ ମଧ୍ୟରେ ବାଲେଶ୍ୱର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ନୂଆପଡା ଆଦି ଜିଲ୍ଲାରେ ବର୍ଷା ହେବା ଆଶଙ୍କା କରାଯାଇଛି। ଏବଂ ୟୋଲ ୱାରିଂ ମଧ୍ୟ ଜାରି କରାଯାଇଛି। ସେହିପରି ବଲାଙ୍ଗୀର, ବୌଦ୍ଧ, ସୋନପୁର, ବରଗଡ଼, ଗଞ୍ଜାମ, ଗଜପତି ରାୟଗଡା ଆଉ କନ୍ଧମାଳ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି। ମୟୂରଭଞ୍ଜ ଆଉ ସୁନ୍ଦରଗଡରେ ବି ସ୍ଥିତି ଏଭଳି ରହିପାରେ ବୋଲି କୁହାଯାଇଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Advertisement