Jun 15, 2024, 17:20 IST

ନିଆରା ଢଙ୍ଗରେ ରଜ ପାଳିଲେ ମୁଖ୍ୟମନ୍ତ୍ରୀ ଦେଖନ୍ତୁ ଏହି ସୁନ୍ଦର ଦୃଶ୍ୟ ସମସ୍ତେ କଲେ ପ୍ରଶଂସା

Gg

ନମସ୍କାର ପାଠକ ବନ୍ଧୁ। ବନ୍ଧୁଗଣ ସୋସିଆଲ ମିଡିଆରେ ପ୍ରତ୍ୟେକ ସମୟ କିଛି ନା କିଛି ଖବର ବା ଭିଡିଓ ଦେଖିବାକୁ ମିଳିଥାଏ। ତେବେ ବନ୍ଧୁଗଣ ଆମ ସମାଜରେ ଯାହାବି କିଛି ଘଟଣା ଗୁଡିକ ହୋଇଥାଏ ତାହାକୁ ଆମେ ସୋସିଆଲ ମିଡିଆ ମାଧ୍ୟମରେ ଜାଣିପାରୁ। ଆଜିକାଲି ଛୋଟ ପିଲାଙ୍କ ଠାରୁ ଆରମ୍ଭ କରି ବୟସ୍କ ବ୍ୟକ୍ତିଙ୍କ ପର୍ଯ୍ୟନ୍ତ ସମସ୍ତେ ଅନ୍ଲାଇନ୍ ସହ ଯୋଡିତ ରହୁଛନ୍ତି। କେତେବେଳେ ଏହି ସୋସିଆଲ ମିଡ଼ିଆ ସମାଜ ଉପରେ ଭଲ ପ୍ରଭାଵ ପକାଉଛି ତ ଆଉ କେତେବେଳେ ଏହା ସମାଜ ଉପରେ ମଧ୍ଯ ଖରାପ୍ ପ୍ରଭାଵ ପକାଉଛି। 
Vv
ବନ୍ଧୁଗଣ ଆଜିକାଲି ସୋସିଆଲ ମିଡିଆ ପାଇଁ କିଛି ଘଟଣା ଅଛପା ହୋଇ ରହୁନାହିଁ। ଯାହା କିଛି ଘଟୁଛି ତାହା କ୍ଷଣିକ ମଧ୍ୟରେ ହିଁ ସୋସିଆଲ ମିଡ଼ିଆ ରେ ଦେଖିବାକୁ ମିଳିଥାଏ। ଆଜିକାଲି ଯୁବପିଢୀଙ୍କ ପାଇଁ ଏହି ସୋସିଆଲ ମିଡ଼ିଆ ସହଜ ଓ ସରଳ ଉପାୟ ପାଲଟି ଯାଇଛି। ଆଗକାଳରେ ଲୋକ ମାନେ ଯେଉଁସବୁ ଘଟଣା ଘଟୁଥିଲା ସେ ବିଷୟରେ ସହଜରେ ଜାଣି ପାରୁନଥିଲେ କାରଣ ସେତେବେଳେ ଏତେ ସୁବିଧା ନଥିଲା। କିନ୍ତୁ ଏବେ ଧୀରେ ଧୀରେ ସେସବୁ ସୁବିଧା ଦେଖିବାକୁ ମିଳୁଛି।
Gh
ତେବେ ବନ୍ଧୁଗଣ ଓଡ଼ିଶାର ଗଣପର୍ବ ରଜର ପ୍ରଥମ ଦିନ 'ପହିଲି ରଜ' ଉପଲକ୍ଷେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝି ଭୁବନେଶ୍ୱର ସ୍ଥିତ ରାଜ୍ୟ ସଂଗ୍ରହାଳୟ ପରିସରରେ ଅନୁଷ୍ଠୀତ ରଜପର୍ବ ପାଳନରେ ଯୋଗଦେଇଥିଲେ। ଓ ଗଛରେ ପାଣିଦେବା ସହିତ ପିଲାମାନଙ୍କୁ ଦୋଳିରେ ଝୁଲାଇଲେ। ରାଜ୍ୟ ସଂଗ୍ରହାଳୟ ଠାରେ ହେଉଥିବା ରଜ ମହୋତ୍ସବରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରଜ ପାନ ଓ ପିଠା ଖାଇ ସାଧାରଣ ଲୋକଙ୍କ ସହ ରଜ ପର୍ବ ପାଳନକଲେ। 
ଏବଂ କୁନି କୁନି ପିଲାଙ୍କୁ ଦୋଳିରେ ବସାଇଦେଇ ଦୋଳିକୁ ଝୁଲାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ତେବେ ନୂଆ ସରକାର ଓଡ଼ିଆ ଅସ୍ମିତା ଓ ସଂସ୍କୃତି ଉପରେ ଗୁରୁତ୍ୱ ଦେଉଛି। ଏହାକୁ ଆଗାମୀ ଦିନରେ ଆହୁରି ଉଜ୍ଜିବୀତ କରାଯିବ ବୋଲି ସେ କହିଛନ୍ତି। ଏବଂ କାର୍ଯ୍ୟକ୍ରମକୁ ଯିବା ରାସ୍ତାର ଉଭୟ ପାର୍ଶ୍ୱରେ ସାଧାରଣ ଜନତା ଲୋକମାନେ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ସ୍ଥାନେ ସ୍ଥାନେ ଗାଡ଼ି ଅଟକାଇ ସେ କୁନି କୁନି ପିଲାଙ୍କଠାରୁ ଫୁଲ ତୋଡ଼ା ଗ୍ରହଣ କରିଥିଲେ। ପିଲାଙ୍କ ସହ ସେଲ୍‌ଫି ମଧ୍ୟ ଉଠାଇଥିଲେ।

Advertisement