Jun 24, 2024, 19:21 IST

ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମଥର ଗାଁକୁ ଆସିଲେ ମୋହନ ମାଝୀ ଦେଖନ୍ତୁ ରୋଷେଇ ହେଲା ଏତେ ପ୍ରକାର ଖାଇବା

Gg

ନମସ୍କାର ପାଠକ ବନ୍ଧୁ। ବନ୍ଧୁଗଣ ଆପଣମାନେ ସମସ୍ତେ ସୋସିଆଲ ମିଡିଆରେ ଅନେକ ପ୍ରକାରର ଭିଡିଓ ଦେଖିଥିବେ। ସୋସିଆଲ ମିଡ଼ିଆ ଦ୍ଵାରା ଲୋକମାନେ ସବୁ ପ୍ରକାରର ଖବର ପାଇପାରିବେ। ଆପଣମାନେ ସମସ୍ତେ ଏହି ଭିଡିଓ ମାଧ୍ୟମରେ ଆଜିକାଲି ଦୁନିଆରେ ଘଟିଥିବା ଘଟଣା ସବୁ ଜାଣିପାରିବେ। ତେବେ ବନ୍ଧୁଗଣ ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମଥର ନିଜ ଗାଁକୁ ଫେରୁଛନ୍ତି ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିବାକୁ ଗ୍ରାମବାସୀ ଏବେ ଗାଁକୁ ସଜେଇବାରେ ଲାଗିପଡିଛନ୍ତି। 
Bb
ଗାଁର ପୁଅ ଯେ ଦିନେ ମୁଖ୍ୟମନ୍ତ୍ରୀ ହେବ ଏହା ସଭିଙ୍କ କଳ୍ପନା ବାହାରେ ଥିବା ସମୟରେ ବର୍ତ୍ତମାନ ମୋହନ ମାଝୀଙ୍କ ପ୍ରିୟଜନ ଏବଂ ଗ୍ରାମବାସୀ ଅନେକ ଉତ୍ସାହିତ ଥିବା ଜଣାପଡିଛି। ସୁଚନା ଅନୁଯାୟୀ ଆଜି ନିଜ ଗାଁ କେନ୍ଦୁଝର ରାଇକଳାକୁ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେଠି ନିଜ ଘରେ ମଧ୍ୟାହ୍ନ ଭୋଜନ କରିବେ। ଏଥିସହ ସାଧାରଣ ଜନତାଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। 
Gg
ନିଜ ଜନ୍ମମାଟିରେ ପୂର୍ବ ବିଜେଡି ସରକାର ଉପରେ ବର୍ଷିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କେନ୍ଦୁଝରରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ମୁଖ୍ୟମନ୍ତ୍ରୀ କହିଥିଲେ, କେନ୍ଦୁଝରକୁ ଲୁଟ୍ କରାଯାଉଥିଲା। କେନ୍ଦୁଝର ଖଣି ଲୁଟରେ ସେତେବେଳର ରାଜ୍ୟ ସରକାର ସମ୍ପୃକ୍ତ ଅଛନ୍ତି।୨୦୧୯ରେ ବିଧାନସଭାରେ କେନ୍ଦୁଝରର ହକ୍ ପାଇଁ ଲଢ଼େଇ ହୋଇଥିଲା କିଛି ଅଣ ଓଡ଼ିଆ କେନ୍ଦୁଝରର ଗରିବ, ଆଦିବାସୀଙ୍କୁ ଲୁଟିଛନ୍ତି। 
ଯେଉଁମାନେ ଲୁଟ୍ କରିଛନ୍ତି ସେମାନେ ମୋ ନଜରରେ, କେହି ବର୍ତ୍ତିବେନି। ସମସ୍ତଙ୍କୁ ଜେଲ୍ ପଠାଇବୁ, କାହାକୁ ଛାଡ଼ିବ ନାହିଁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ପୂର୍ବରୁ ବିରୋଧୀ ଦଳରେ ଥାଇ ଲଢ଼ୁଥିଲି। ଏଥିପାଇଁ ସରକାର ଡରୁଥିଲେ। ମନ୍ତ୍ରୀ ପଦ ଓ ଖଣି ଦେବାକୁ ମଧ୍ୟ ସେତେବେଳେ ଯାଚୁଥିଲେ। ଖାଲି ମନ୍ତ୍ରୀ ନୁହେଁ, ଆଜି ଆପଣଙ୍କ ଆଶୀର୍ବାଦରୁ ନେତୃତ୍ୱ ମିଳିଛି। ଆପଣମାନେ ମୋତେ ମୁଖ୍ୟମନ୍ତ୍ରୀ କରିଛନ୍ତି। ଲୋକଙ୍କ ଭଲ ପାଇବା ପାଇ ମୁଁ ମୋହନ ଭାଇ ହୋଇ ରହିବି ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ।

Advertisement