Updated: Mar 10, 2024, 09:42 IST

ଜାଗର ରେ ଅଧ ରାତି ରେ ଅଚାନକ ସ୍ତ୍ରୀ ସହ...ଶିବ ମନ୍ଦିର ରେ ପହଁଚିଗଲେ ପାଣ୍ଡିଆନ୍...

Hh

ନମସ୍କାର ପାଠକ ବନ୍ଧୁ। ବନ୍ଧୁଗଣ ସୋସିଆଲ ମିଡିଆରେ ପ୍ରତ୍ୟେକ ସମୟ କିଛି ନା କିଛି ଖବର ବା ଭିଡିଓ ଦେଖିବାକୁ ମିଳିଥାଏ। ତେବେ ବନ୍ଧୁଗଣ ଆମ ସମାଜରେ ଯାହାବି କିଛି ଘଟଣା ଗୁଡିକ ହୋଇଥାଏ ତାହାକୁ ଆମେ ସୋସିଆଲ ମିଡିଆ ମାଧ୍ୟମରେ ଜାଣିପାରୁ।
ଆଜିକାଲି ଛୋଟ ପିଲାଙ୍କ ଠାରୁ ଆରମ୍ଭ କରି ବୟସ୍କ ବ୍ୟକ୍ତିଙ୍କ ପର୍ଯ୍ୟନ୍ତ ସମସ୍ତେ ଅନ୍ଲାଇନ୍ ସହ ଯୋଡିତ ରହୁଛନ୍ତି।କେତେବେଳେ ଏହି ସୋସିଆଲ ମିଡ଼ିଆ ସମାଜ ଉପରେ ଭଲ ପ୍ରଭାଵ ପକାଉଛି ତ ଆଉ କେତେବେଳେ ଏହା ସମାଜ ଉପରେ ମଧ୍ଯ ଖରାପ୍ ପ୍ରଭାଵ ପକାଉଛି। ଆଜିକାଲି ସୋସିଆଲ ମିଡିଆ ପାଇଁ କିଛି ଘଟଣା ଅଛପା ହୋଇ ରହୁନାହିଁ।
Hh
ତେବେ ବନ୍ଧୁଗଣ ଆପଣମାନେ ଭିକେ ପାଣ୍ଡିଆନଙ୍କୁ ବେଶ ଭଲ ଭାବରେ ଜାଣିଥିବେ। ୨୦୦୦ ବ୍ୟାଚ୍ ଆଇଏଏସ୍ ଶ୍ରୀ ପାଣ୍ଡିଆନ ପଞ୍ଜାବ କ୍ୟାଡ଼ରରେ ନିଯୁକ୍ତି ପାଇଥିଲେ। କିନ୍ତୁ ଓଡ଼ିଶା କ୍ୟାଡ଼ରର ସୁଜାତା ରାଉତଙ୍କୁ ପ୍ରେମ ବିବାହ କରିବା ପରେ ସେ ନିଜର କ୍ୟାଡ଼ର ପରିବର୍ତ୍ତନ କରି ଓଡ଼ିଶା ଆସିଥିଲେ।
୨୦୦୨ରୁ ୨୦୦୪ ମସିହା ପର୍ଯ୍ୟନ୍ତ ସେ କଳାହାଣ୍ଡି ଉପଜିଲ୍ଲାପାଳ ଭାବେ କାର୍ଯ୍ୟ କରିଥିଲେ । ୨୦୦୫ରୁ ୨୦୦୭ ମାର୍ଚ୍ଚ ପର୍ଯ୍ୟନ୍ତ ମୟୂରଭଞ୍ଜ ଜିଲ୍ଲାପାଳ, ୨୦୦୭ ଏପ୍ରିଲ ୯ରୁ ୨୦୧୧ ଏପ୍ରିଲ ୨୯ତାରିଖ ଗଞ୍ଜାମ ଜିଲ୍ଲାପାଳ କାର୍ଯ୍ୟ କରିଥିଲେ ।
Vb
ଗଞ୍ଜାମ ଜିଲ୍ଲାପାଳ ଭାବେ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସଂସ୍ପର୍ଶରେ ଆସଥିଲେ ଓ ୨୦୧୧ ମେ’ ମାସରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ଯୋଗ ଦେଇଥିଲେ।
ତେବେ ବନ୍ଧୁଗଣ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି. କେ ପାଣ୍ଡିଆନଙ୍କୁ ଲିଙ୍ଗରାଜ ମନ୍ଦିରରେ ଦେଖିବାକୁ ମିଳିଛି। ତେବେ ଜାଗର ଯାତ୍ରାରେ ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କଲେ ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍।
ଏବଂ ଭିଡ ଭିତରେ ଯାଇ ପ୍ରଭୁଙ୍କୁ ଦର୍ଶନ କରିବା ସହିତ, ଆଶୀର୍ବାଦ ନେଲେ। ତେବେ ବନ୍ଧୁଗଣ ପତ୍ନୀ ସୁଜାତାଙ୍କ ସହ ଜାଗର ପାଳି ଲିଙ୍ଗରାଜଙ୍କ ଆଶୀର୍ବାଦ ନେଲେ ଶ୍ରୀ ଭିକେ ପାଣ୍ଡିଆନ।

Advertisement