Feb 16, 2024, 19:15 IST

ପାଣ୍ଡିଆନ ପଚାରିଲେ ପ୍ରଶ୍ନ ମାନ୍ୟବର ମୁଖ୍ୟମନ୍ତ୍ରୀ ଦେଲେ ଉତ୍ତର ଦେଖନ୍ତୁ କଣ କହିଲେ ଆପଣଙ୍କ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ

Special report

ନମସ୍କାର ପାଠକ ବନ୍ଧୁ। ବନ୍ଧୁଗଣ ସୋସିଆଲ ମିଡିଆରେ ପ୍ରତ୍ୟକ ସମୟ କିଛି ନା କିଛି ଖବର ବା ଭିଡିଓ ଦେଖିବାକୁ ମିଳିଥାଏ। ତେବେ ବନ୍ଧୁଗଣ ଆମ ସମାଜରେ ଯାହାବି କିଛି ଘଟଣା ଗୁଡିକ ହୋଇଥାଏ
Special Report
ତାହାକୁ ଆମେ ସୋସିଆଲ ମିଡିଆ ମାଧ୍ୟମରେ ଜାଣିପାରୁ। ଆଜିକାଲି ଛୋଟ ପିଲାଙ୍କ ଠାରୁ ଆରମ୍ଭ କରି ବୟସ୍କ ବ୍ୟକ୍ତିଙ୍କ ପର୍ଯ୍ୟନ୍ତ ସମସ୍ତେ ଅନ୍ଲାଇନ୍ ସହ ଯୋଡିତ ରହୁଛନ୍ତି।
ତେବେ ବନ୍ଧୁଗଣ ସ୍କୁଲ କଲେଜ ଠାରୁ ଆରମ୍ଭ କରି ହସ୍‌ପିଟାଲ, ପର୍ଯ୍ୟଟନ କ୍ଷେତ୍ର, ମଠ ମନ୍ଦିର, ପଞ୍ଚାୟତ, ଗାଁ ସବୁଠାରେ ରୂପାନ୍ତର କାର୍ଯ୍ୟ ଚାଲିଛି। ଏକ ନୂଆ ଓଡିଶା, ସଶକ୍ତ ଓଡିଶା ଗଠନ ପାଇଁ ଏହି ରୂପାନ୍ତର ରାସ୍ତା ପ୍ରସ୍ତୁତ ଚାଲିଛି।
ଏସବୁ ରୂପାନ୍ତର କାର୍ଯ୍ୟକ୍ରମ ମଧ୍ୟରେ ସବୁଠାରୁ ଗୁରୁତ୍ବପୂର୍ଣ୍ଣ ଓ ଶ୍ରେଷ୍ଠ ହେଉଛି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ। ସ୍କୁଲରୁ ହିଁ ଗୋଟିଏ ଜାତିର ଭବିଷ୍ୟତ ନିର୍ମାଣ ହୋଇଥାଏ। ପିଲାମାନେ ନିଜ ଜୀବନରେ ଏହାକୁ ପ୍ରୟୋଗ କଲେ ନିଶ୍ଚୟ ସଫଳ ହେବେ।
Special report
5T ଉପକ୍ରମରେ ଏହି ରୂପାନ୍ତର କାର୍ଯ୍ୟକ୍ରମରେ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍‌, କମ୍ପ୍ୟୁଟର, ଅତ୍ୟାଧୁନିକ ଲାବୋରେଟେରୀର ବ୍ୟବସ୍ଥା କରାଯାଇଛି। ନିର୍ବାଚନକୁ ଆଉ ମାତ୍ର ୨ ମାସ ରହିଲା।
ଏହାରି ଭିତରେ ମୁଖ୍ୟମନ୍ତ୍ରୀଙ୍କର ଭିଡିଓ ଏବେ ଓଡ଼ିଶାର ପ୍ରତି ଜନସାଧରଣଙ୍କ ପାଖରେ ପହଞ୍ଚି ସାରିଛି। ତେବେ ଭିକେ ପାଣ୍ଡିଆନ ପ୍ରଶ୍ନ ପଚାରିଥିଲା ଯେ, "ଶ୍ରେଣୀରେ ପ୍ରଥମ ହେବାକୁ ପିଲାଟିଏ ବହୁତ ପରିଶ୍ରମ କରେ ପ୍ରଥମ ସ୍ଥାନରେ ପହଞ୍ଚିବା ପାଇଁ ବର୍ଷସାରା କଠିନ ପରିଶ୍ରମ କରିଥାଏ।
ମାତ୍ର ଆପଣ ୨୪ ବର୍ଷ ହେବ ଦେଶର ନମ୍ବର ୧ ମୁଖ୍ୟମନ୍ତ୍ରୀ ଏହାର ରହସ୍ୟ କଣ ବୋଲି ପଚାରିଥିଲେ ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ"। ମୁଖ୍ୟମନ୍ତ୍ରୀ ଉତ୍ତରରେ କହିଥିଲେ, "ଏହା ମହାପ୍ରଭୁ ଶ୍ରୀ ଜଗନ୍ନାଥ ଓ ଓଡ଼ିଶାବାସିଙ୍କ ଆଶିର୍ବାଦରୁ ସମ୍ଭବ ହୋଇପାରିଛି।
ଓଡ଼ିଶାବାସୀ ନବୀନଙ୍କୁ ସବୁବେଳେ ସାହାଯ୍ୟ କରି ଆସିଛନ୍ତି। ଆଉ ପ୍ରଭୁ ଜଗନ୍ନାଥଙ୍କ ଆଶିର୍ବାଦରୁ ସେ ଏତେ ବାଟ ଆସି ପହଞ୍ଚିଛନ୍ତି"। ଏହି ଭିଡିଓଟିକୁ ସୋସିଆଲ ମିଡିଆରେ ସେୟାର କରିଛନ୍ତି ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ।

Advertisement