Mar 30, 2024, 11:36 IST

ଝିମିଟି ଖେଳ ରୁ ହେଇଗଲା ବଡ଼ ମହାଭାରତ...ମୁନା ଙ୍କୁ କଡା ଜବାବ ଦେଇ ଦେଲେ ମୁନା...

Gh

ନମସ୍କାର ପାଠକ ବନ୍ଧୁ। ବନ୍ଧୁଗଣ ସୋସିଆଲ ମିଡିଆରେ ପ୍ରତ୍ୟେକ ସମୟ କିଛି ନା କିଛି ଖବର ବା ଭିଡିଓ ଦେଖିବାକୁ ମିଳିଥାଏ। ତେବେ ବନ୍ଧୁଗଣ ଆମ ସମାଜରେ ଯାହାବି କିଛି ଘଟଣା ଗୁଡିକ ହୋଇଥାଏ ତାହାକୁ ଆମେ ସୋସିଆଲ ମିଡିଆ ମାଧ୍ୟମରେ ଜାଣିପାରୁ।
ବିଜେପିରେ ଯୋଗ ଦେଲେ ଭର୍ତ୍ତୃହରି ମହତାବ,ପଦ୍ମଶ୍ରୀ ଦମୟନ୍ତୀ ବେଶରା ଓ ସିଦ୍ଧାନ୍ତ ମହାପାତ୍ର। ଦିଲ୍ଲୀରେ ବିଜେପିର ମୁଖ୍ୟ କାର୍ଯ୍ୟାଳୟରେ ଦଳରେ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି ଭର୍ତ୍ତୃହରି, ଦମୟନ୍ତୀ ଓ ସିଦ୍ଧାନ୍ତ। 
Hu
ଭର୍ତ୍ତୃହରି ଗତ ୨୨ ତାରିଖରେ ବିଜେଡିରୁ ଇସ୍ତଫା ଦେଇଥିଲେ ଏବଂ ପୂର୍ବତନ ସାଂସଦ ସିଦ୍ଧାନ୍ତ ମହାପାତ୍ର ମଧ୍ୟ ପଦ୍ମ ଧରିଛନ୍ତି। ସିଦ୍ଧାନ୍ତ ଏହାପୂର୍ବରୁ ୨ ଥର ବ୍ରହ୍ମପୁରରୁ ବିଜେଡି ସାଂସଦ ଭାବେ ନିର୍ବାଚିତ ହୋଇଥିଲେ। ଭର୍ତ୍ତୃହରି ବିଜେଡି ଛାଡିବା ପରେ ବିଜେପିରେ ସାମିଲ ହେବେ ନେଇ ଚର୍ଚ୍ଚା ହେଉଥିଲା।
ତେବେ ସେ ଆଜି ଏହି ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ଟାଣିଛନ୍ତି। ଦିଲ୍ଲୀରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିଜେପି ଉପ-ସଭାପତି ବୈଜୟନ୍ତ ପଣ୍ଡାଙ୍କ ଉପସ୍ଥିତିରେ ବିଜେପିରେ ସାମିଲ ହୋଇଛନ୍ତି।
ଭର୍ତ୍ତୃହରି ଓ ସିଦ୍ଧାନ୍ତଙ୍କ ବ୍ୟତୀତ ପଦ୍ମଶ୍ରୀ ଦମୟନ୍ତୀ ବେଶ୍ରା ମଧ୍ୟ ବିଜେପିରେ ସାମିଲ ହୋଇଛନ୍ତି। ଭର୍ତ୍ତୃହରି ବିଜେଡି ଛାଡିବା ପରେ ବିଜେପିରେ ସାମିଲ ହେବେ ବୋଲି ଚର୍ଚ୍ଚା ହେଉଥିଲା।
Hh
ଆଜି ଏହି ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ଟାଣିଛନ୍ତି ଭର୍ତ୍ତୃହରି। ଦିଲ୍ଲୀ ସ୍ଥିତ ବିଜେପି ମୁଖ୍ୟ କାର୍ଯ୍ୟାଳୟରେ ସାଧାରଣ ସଂପାଦକ ବିନୋଦ ତାୱଡେ, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସଭାପତି ମନମୋହନ ସାମଲ। 
ଆଉ ରାଜ୍ୟ ବିଜେପି ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂହ ତୋମାରଙ୍କ ଉପସ୍ଥିତିରେ ସିଦ୍ଧାନ୍ତ ଦଳରେ ଯୋଗ ଦେଇଥିଲେ। ତେବେ ବନ୍ଧୁଗଣ ସିଦ୍ଧାନ୍ତ ବିଜେପିରେ ମିଶିବା ପରେ ମୁନା ଖାଁ କହିଲେ ୱାର୍ଡ ମେମ୍ବର ଜିତିପାରିବେନି।
ଏହାକୁ ନେଇ ସିଦ୍ଧାନ୍ତ ଦେଲେ ଏମିତି ଉତ୍ତର। କହିଛନ୍ତି ଯେ ମୁକ୍ତ ଆକାଶର ବିହଙ୍ଗ ହୋଇ ଉଡିବାକୁ ଚାହିଁଲି, କିଛି ଲୋକଙ୍କର ମୂର୍ଖାମୀ ଭାବି ତାଙ୍କୁ କ୍ଷମା କରିଦେବା କଥା। ମୁଁ ଜିରୋ କି ହିରୋ ଆପଣମାନେ ଜାଣିଥିବେ ବୋଲି ସିଦ୍ଧାନ୍ତ ମହାପାତ୍ର କହିଛନ୍ତି।

Advertisement