ନମସ୍କାର ପାଠକ ବନ୍ଧୁ । ବନ୍ଧୁଗଣ ଆପଣମାନେ ସମସ୍ତେ ସୋସିଆଲ ମିଡିଆରେ ଅନେକ ପ୍ରକାରର ଭିଡିଓ ଦେଖିଥିବେ । ସୋସିଆଲ ମିଡ଼ିଆ ଦ୍ଵାରା ଲୋକମାନେ ସବୁ ପ୍ରକାରର ଖବର ପାଇପାରିବେ । ଏବେ ଏହି ଭିଡିଓ ମାଧ୍ୟମରେ ଆପଣମାନେ ପାଣିପାଗ ବିଷୟରେ ଆସିଥିବା ଖବର ଜାଣିପାରିବେ । ପାଣିପାଗ ଏବେ ବାଦଳିବାକୁ ଯାଉଛି । ଆପଣମାନେ ଏବେ ସତର୍କ ରୁହନ୍ତୁ ବୋଲି ଆସିଛି ଖବର । ପାଣିପାଗ ବିଭାଗ ଏବେ ସାବଧାନ କରାଇଲା । କିଛି ଜିଲ୍ଲାରେ କିଛି ବି ହୋଇପାରେ ।
ରାଜ୍ୟର ଏକାଧିକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । କେତେକ ସ୍ଥାନରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେଉଛି । ରାଜ୍ୟର କିଛି ସ୍ଥାନରେ ବର୍ଷା ହେବା ସହ ଘଡଘଡି ସହ ବିଜୁଳି ମଧ୍ୟ ହେବ ବୋଲି ସୂଚନା ମିଳିଛି । ଏବେ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି କି କିଛି ଜିଲ୍ଲାରେ ବର୍ଷା ହେବ ଏବଂ ଆଉ କିଛି ଜିଲ୍ଲାରେ ବର୍ଷା ହେବ ନାହିଁ । ଏବେ ଏନେଇ ୬ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ୬ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅନେକ ଜିଲ୍ଲାରେ ଅନେକ ଖବର ଆସିଛି ।
ମାଲକାନଗିରି, କୋରାପୁଟ, ନୂଆପଡ଼ା, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି ଜିଲ୍ଲାରେ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେଉଛି । କାଲି ସକାଳ ପର୍ଯ୍ୟନ୍ତ ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସୂଚନା ମିଳୁଛି । ଏବେ ଦେଶର ଅନେକ ଅଞ୍ଚଳରେ ବର୍ଷା ଲାଗି ରହିଛି । କେଉଁ ସ୍ଥାନରେ ପ୍ରବଳ ବର୍ଷା ହେବା ସହ କେଉଁ କେଉଁ ସ୍ଥାନରେ ଅଳ୍ପ ବର୍ଷା ହେଉଛି । କିଛି ଜିଲ୍ଲାରେ ଲଘୁଚାପ ଯୋଗୁଁ ବର୍ଷା ହେବାର ସମ୍ଭାବନା ରହିଛି ।
ଉତ୍ତର ପଶ୍ଚିମ ମୌସୁମୀ ବାୟୁ ସହ ଆଉ ଏକ ମୌସୁମୀ ବାୟୁ ସୃଷ୍ଟି ହେବାର ସମ୍ଭାବନା ରହିଛି । ଆଉ ଏହି କାରଣରୁ ଅନେକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଏହି ବର୍ଷା ପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଆଉ ରାୟଗଡ଼ାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବ ବୋଲି ସୂଚନା ମିଳିଛି । ପ୍ରବଳ ବର୍ଷା ସହିତ ଅନେକ ଜିଲ୍ଲାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବା ନେଇ ଚର୍ଚ୍ଚା ହେଉଛି । ଆଗାମୀ ଦିନରେ ପ୍ରବଳ ବର୍ଷା ହେବ ବୋଲି ସୂଚନା ମିଳିଛି ।