Mar 28, 2024, 12:59 IST

ଜେଲ ଭିତରେ ରୁଟି ଖାଇବା ଛାଡ଼ି ଦେଲେଣି ଅରବିନ୍ଦ..୩୦ କେଜି ଓଜନ କମିଗଲାଣି କେଜରିୱାଲ ଙ୍କର

Vg

ନମସ୍କାର ପାଠକ ବନ୍ଧୁ। ବନ୍ଧୁଗଣ ସୋସିଆଲ ମିଡିଆରେ ପ୍ରତ୍ୟେକ ସମୟ କିଛି ନା କିଛି ଖବର ବା ଭିଡିଓ ଦେଖିବାକୁ ମିଳିଥାଏ। ତେବେ ବନ୍ଧୁଗଣ ଆମ ସମାଜରେ ଯାହାବି କିଛି ଘଟଣା ଗୁଡିକ ହୋଇଥାଏ ତାହାକୁ ଆମେ ସୋସିଆଲ ମିଡିଆ ମାଧ୍ୟମରେ ଜାଣିପାରୁ।
ଆଜିକାଲି ଛୋଟ ପିଲାଙ୍କ ଠାରୁ ଆରମ୍ଭ କରି ବୟସ୍କ ବ୍ୟକ୍ତିଙ୍କ ପର୍ଯ୍ୟନ୍ତ ସମସ୍ତେ ଅନ୍ଲାଇନ୍ ସହ ଯୋଡିତ ରହୁଛନ୍ତି। ବନ୍ଧୁଗଣ ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ସ୍ୱାସ୍ଥ୍ୟ। ଇଡି ହେପାଜତରେ କେଜ୍ରିୱାଲଙ୍କ ସ୍ୱାସ୍ଥ୍ୟ ଖରାପ ହୋଇଯାଇଥିବା ନେଇ ସୂଚନା ମିଳିଛି। 
Tt
ତାଙ୍କ ସୁଗାର ଲେବୁଲ ହଠାତ୍ କମିବାରେ ଲାଗିଛି। ସିଏମ କେଜ୍ରିୱାଲଙ୍କ ସୁଗାର ଲେବଲ୍ ୪୬କୁ ଖସି ଆସିଛି। ତେବେ ଏହା ବିପଦଜନକ ବୋଲି ଡାକ୍ତରମାନେ କହିଛନ୍ତି। ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କୁ ରବିବାର ଦିନ ହାଲୁକା ଜ୍ୱର ହୋଇଥିଲା।
ସେଥିପାଇଁ ସେ ରବିବାର ଅପରାହ୍ନରେ ହେବାକୁଥିବା ବୈଠକ ରଦ୍ଦ କରିଥିଲେ। ସେ ନିଜକୁ ଆଇସୋଲେଟ କରିଛନ୍ତି। ମୁଖ୍ୟମନ୍ତ୍ରୀ କେଜ୍ରିୱାଲ ପ୍ରତିଦିନ ଅପରାହ୍ନରେ ଦିଲ୍ଲୀରେ କରୋନା ମାମଲା ସମ୍ପର୍କରେ ମିଡ଼ିଆ ସହ କଥାବାର୍ତ୍ତା କରନ୍ତି। 
Hh
କିନ୍ତୁ ଜ୍ୱର ଓ ଗଳାରେ ଯନ୍ତ୍ରଣା ଯୋଗୁଁ ସେ ବୈଠକ କୟାନସେଲ କରିଛନ୍ତି। ଦିଲ୍ଲୀରେ ବୃଦ୍ଧି ପାଉଥିବା କରୋନା ଭାଇରସ ମାମଲା ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଖରାପ ହେବାରୁ ଦିଲ୍ଲୀ ସରକାର ଓ ସ୍ୱାସ୍ଥ୍ୟ ବିଭାଗରେ ସୃଷ୍ଟି ହୋଇଛି କଳହ।
ମୁଖ୍ୟମନ୍ତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥାକୁ ନେଇ ସତର୍କତା ଅବଲମ୍ବନ କରାଯାଇଛି। ଏହା ପୂର୍ବରୁ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂହ ରାବତଙ୍କ କ୍ୟାବିନେଟର ଜଣେ ମନ୍ତ୍ରୀ କରୋନା ପଜିଟିଭ ବାହାରିବା ପରେ ମୁଖ୍ୟମନ୍ତ୍ରୀଙ୍କ ସମେତ ୩ ମନ୍ତ୍ରୀଙ୍କୁ କ୍ଵାରେଣ୍ଟାଇନରେ ରଖାଯାଇଥିଲା। 
ସୂଚନାନୁଯାୟୀ ଦିଲ୍ଲୀ ମ-ଦ ଦୁର୍ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଗିରଫଦାରୀକୁ ନେଇ ଅଶାନ୍ତ ଦିଲ୍ଲୀ। ମଙ୍ଗଳବାର ଆମ୍ ଆଦମୀ ପାର୍ଟିର କର୍ମକର୍ତ୍ତାମାନେ ପ୍ରଧାନମନ୍ତ୍ରୀଙ୍କ ବାସଭବନକୁ ଘେରାଉ କରିବା ପାଇଁ ରାସ୍ତାରେ ବିକ୍ଷୋବ ପ୍ରଦର୍ଶନ କରୁଥିବାର ଦେଖିବା ପାଇଁ ମିଳିଛି।
ଅରବିନ୍ଦ ମଙ୍ଗଳବାର ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ ସୌରଭ ଭରଦ୍ୱାଜଙ୍କୁ ଏହା ସୁନିଶ୍ଚିତ କରିଛନ୍ତି କି ହସ୍ପିଟାଲ ଓ କ୍ଲିନିକରେ ଲୋକଙ୍କୁ ମାଗଣାରେ ଔଷଧ ମିଳିବା ଜାରି ରହିଥାଉ।

Advertisement