Updated: Jan 6, 2024, 10:33 IST

କାଲି ବଞ୍ଚିଥିବା ଦିଲ୍ଲୀପ ଆଜି ସକାଳେ ମୃତ ଘୋଷିତ : ସନ୍ଦେହ ରେ ହାଇ ଟେକ୍ ହସ୍ପିଟାଲ୍, ପରିବାର ଲୋକ କଲେ ହ-ତ୍ୟା ଅଭିଯୋଗ

Viral

ନମସ୍କାର ପାଠକ ବନ୍ଧୁ। ବନ୍ଧୁଗଣ ଏସିରେ ଗ୍ୟାସ୍‌ ଭର୍ତ୍ତି ବେଳେ ବିସ୍ଫୋରଣ ଘଟି ଗୁରୁତର ହୋଇଥିଲେ ୪ଜଣ। ହାଇଟେକ ବିସ୍ଫୋରଣ ଘଟଣାରେ ମୃ-ତ୍ୟୁ ସଂଖ୍ୟା ତିନିକୁ ବୃଦ୍ଧ ପାଇଛି। ଏହି ଦୁ-ର୍ଘ-ଟ-ଣାରେ ଅନ୍ୟ ଜଣେ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି।
ଗତ ଡିସେମ୍ବର ୨୯ ତାରିଖ ସନ୍ଧ୍ୟାରେ ହାଇଟେକ ମେଡିକାଲ କଲେଜ ଓ ହସ୍ପିଟାଲରେ ଅକ୍ସିଜେନ୍ ସିଲିଣ୍ଡରର ମରାମତି କାମ ଚାଲିଥିଲା। ସେତିକିବେଳେ ଫାଟି ଯାଇଥିଲା ଅକ୍ସିଜେନ୍ ସିଲିଣ୍ଡର ଆଉ ବଡ଼ ଧରଣର ବିସ୍ଫୋରଣ ହୋଇଥିଲା। 
Viral
ଯେଉଁଥିରେ ୪ ଜଣଙ୍କ ଗୁରୁତର ଆହତ ହୋଇପଡିଲେ। ତେବେ ବନ୍ଧୁଗଣ ବର୍ତ୍ତମାନ ସାମ୍ନାକୁ ଆସିଲା ଆଉ ଏକ ଦୁଃଖଦ ଖବର।
ହାଇଟେକ୍ ମେଡିକାଲ କଲେଜ ଓ ହସ୍ପିଟାଲ ବିସ୍ଫୋରଣ ଘଟଣାରେ ଆଜି ସକାଳୁ ସକାଳୁ ଆଉ ଜଣଙ୍କର ମୃ-ତ୍ୟୁ ହୋଇଛି। ଭୁବନେଶ୍ୱର ହାଇଟେକ୍ ମେଡ଼ିକାଲ ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ତୃତୀୟ ବ୍ୟକ୍ତିଙ୍କ ମୃ-ତ୍ୟୁ ସୂଚନା। 
ନିଜକୁ ଦୀଲିପ କହୁଥିବା ବ୍ୟକ୍ତିଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃ-ତ୍ୟୁ। ଗୁରୁତର ଥିବା ଦିଲ୍ଲୀପ ସାମନ୍ତରାୟ ମୃତ। ଭୋର ୩ଟାରୁ ୩ଟା ୩୦ ମଧ୍ୟରେ ଆଖି ବୁଜିଲେ ଦିଲ୍ଲୀପ। ମୃ-ତ୍ୟୁ ନେଇ ମେଡିକାଲ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା।
ସୂଚନା ଅନୁଯାୟୀ ଜଟଣି ବଅଙ୍ଗ ଗାଁର ଦିଲ୍ଲୀପ ସାମନ୍ତରାୟ ୨ ବର୍ଷ ତଳେ ବିବାହ କରିଥିଲେ। କିନ୍ତୁ ତାଙ୍କ ବିୟୋଗ ଖବର ପାଇଁ ନୂଆବର୍ଷ ଦିନ ଆ-ତ୍ମ-ହ-ତ୍ୟା କରିଦେଇଥିଲେ ତାଙ୍କ ନବବିବାହିତା ପତ୍ନୀ ସୋନା ସାମନ୍ତରାୟ। 
Viral
ଆସନ୍ତା ଶନିବାର ଉଭୟଙ୍କ ଶୁଦ୍ଧିକ୍ରିୟା ପାଇଁ ପ୍ରସ୍ତୁତି ଚାଲିଥିଲା ଏବଂ ଦଶାହ କର୍ମପାଇଁ ଗଙ୍ଗା କାର୍ଡ ଛପା ସରିଥିଲା। ହେଲେ ପରେ ଦିଲ୍ଲୀପ ଜୀବିତ ବୋଲି କହିବା ପରେ, ତାଙ୍କ ପରିବାର ଲୋକେ ଯାହାର ମୃ-ତ-ଦେ-ହ ଅନ୍ତିମ ସଂସ୍କାର କଲେ, ତାହା କାହାର ବୋଲି ସନ୍ଦେହରେ ଅଛନ୍ତି।
ଏବେ ନିଜକୁ ଦିଲ୍ଲୀପ କହୁଥିବା ବ୍ୟକ୍ତି ଜଣଙ୍କର ମୃ-ତ୍ୟୁ ହୋଇଥିବା ନେଇ ମେଡିକାଲ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି ।

Advertisement