Mar 25, 2024, 09:25 IST

ଖାକି ପୋଷାକ ରେ ପୁଣି ଲାଗିଲା ଦାଗ..ଲାଞ୍ଚ ନେଇ ନିଲମ୍ବିତ ହେଲା ସହିଦନଗର SI

Vv

ନମସ୍କାର ପାଠକ ବନ୍ଧୁ। ବନ୍ଧୁଗଣ ସୋସିଆଲ ମିଡିଆରେ ପ୍ରତ୍ୟେକ ସମୟ କିଛି ନା କିଛି ଖବର ବା ଭିଡିଓ ଦେଖିବାକୁ ମିଳିଥାଏ। ତେବେ ବନ୍ଧୁଗଣ ଆମ ସମାଜରେ ଯାହାବି କିଛି ଘଟଣା ଗୁଡିକ ହୋଇଥାଏ ତାହାକୁ ଆମେ ସୋସିଆଲ ମିଡିଆ ମାଧ୍ୟମରେ ଜାଣିପାରୁ।
ଆଜିକାଲି ଛୋଟ ପିଲାଙ୍କ ଠାରୁ ଆରମ୍ଭ କରି ବୟସ୍କ ବ୍ୟକ୍ତିଙ୍କ ପର୍ଯ୍ୟନ୍ତ ସମସ୍ତେ ଅନ୍ଲାଇନ୍ ସହ ଯୋଡିତ ରହୁଛନ୍ତି। କେତେବେଳେ ଏହି ସୋସିଆଲ ମିଡ଼ିଆ ସମାଜ ଉପରେ ଭଲ ପ୍ରଭାଵ ପକାଉଛି।
H
ଆଉ ପୁଣି କେତେବେଳେ ଏହା ସମାଜ ଉପରେ ମଧ୍ଯ ଖରାପ୍ ପ୍ରଭାଵ ପକାଉଛି। ଆଜିକାଲି ସୋସିଆଲ ମିଡିଆ ପାଇଁ କିଛି ଘଟଣା ଅଛପା ହୋଇ ରହୁନାହିଁ। ଯାହା କିଛି ଘଟୁଛି ତାହା କ୍ଷଣିକ ମଧ୍ୟରେ ହିଁ ସୋସିଆଲ ମିଡ଼ିଆ ରେ ଦେଖିବାକୁ ମିଳିଥାଏ।
ଆଜିକାଲି ଯୁବପିଢୀଙ୍କ ପାଇଁ ଏହି ସୋସିଆଲ ମିଡ଼ିଆ ସହଜ ଓ ସରଳ ଉପାୟ ପାଲଟି ଯାଇଛି। ତେବେ ବନ୍ଧୁଗଣ ବନ୍ଧା ହେଲେ ସହିଦନଗର ଥାନା ସବ ଇନ୍ସପେକ୍ଟର ପ୍ରିୟବ୍ରତ ପ୍ରଧାନ।
୨ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡି ବସିଥିଲା ଭିଜିଲାନ୍ସ। ଜଣେ ବ୍ୟକ୍ତିଙ୍କଠାରୁ ଜବତ ହୋଇଥିବା ଡ୍ରାଇଭିଂ ଲାଇସେନ୍ସକୁ ଫେରାଇ ଦେବା ପାଇଁ ସେ ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଥିଲେ।
Gh
ଅଭିଯୋଗକାରୀ ଙ୍କୁ ଋଣ ଫେରାଇ ଦେବାକୁ ମୋଟ ୫ ହଜାର ଟଙ୍କା ମାଗିଥିଲେ ସବ୍-ଇନ୍ସପେକ୍ଟର ପ୍ରିୟବ୍ରତ ପ୍ରଧାନ। ଅଭିଯୋଗକାରୀ ଗତ ୨୧ ତାରିଖରେ ତାଙ୍କୁ ୩ ହଜାର ଟଙ୍କା ଦେଇଥିଲେ।
କିନ୍ତୁ ଆଉ ୨ ହଜାର ଟଙ୍କା ନ ଦେଲେ ଋଣ ଦେବେ ନାହିଁ ବୋଲି ସବ୍-ଇନ୍ସପେକ୍ଟର ପ୍ରିୟବ୍ରତ ପ୍ରଧାନ ତାଙ୍କୁ କହିଥିଲେ। ଏହା ପରେ ଅଭିଯୋଗକାରୀ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ।
ଯୋଜନା ମୁତାବକ ସବ୍-ଇନ୍ସପେକ୍ଟର ପ୍ରିୟବ୍ରତ ପ୍ରଧାନ ବାକି ୨ ହଜାର ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିଲେ। ଅନ୍ୟପଟେ ତାଙ୍କ ଭିଏସଏସ ନଗର ଓ ବ୍ରହ୍ମଗିରି ରେବଣା ନୂଆଗାଁ ପୈତୃକ ଘରେ ଏକା କାଳୀନ ରେଡ଼ କରିଛି ଭିଜିଲାନ୍ସ।

Advertisement