Updated: Apr 2, 2024, 01:06 IST

ଚାଲିଗଲେ ଓଡ଼ିଶାର ଲୋକପ୍ରିୟ ଗୀତିକାର ଦେଖନ୍ତୁ କାନ୍ଦୁଛି ଆଜି ସାରା ଓଡ଼ିଶା

Viral

ନମସ୍କାର ପାଠକ ବନ୍ଧୁ। ବନ୍ଧୁଗଣ ସୋସିଆଲ ମିଡିଆରେ ପ୍ରତ୍ୟେକ ସମୟ କିଛି ନା କିଛି ଖବର ବା ଭିଡିଓ ଦେଖିବାକୁ ମିଳିଥାଏ। ତେବେ ବନ୍ଧୁଗଣ ଆମ ସମାଜରେ ଯାହାବି କିଛି ଘଟଣା ଗୁଡିକ ହୋଇଥାଏ ତାହାକୁ ଆମେ ସୋସିଆଲ ମିଡିଆ ମାଧ୍ୟମରେ ଜାଣିପାରୁ।
ଆଜିକାଲି ଛୋଟ ପିଲାଙ୍କ ଠାରୁ ଆରମ୍ଭ କରି ବୟସ୍କ ବ୍ୟକ୍ତିଙ୍କ ପର୍ଯ୍ୟନ୍ତ ସମସ୍ତେ ଅନ୍ଲାଇନ୍ ସହ ଯୋଡିତ ରହୁଛନ୍ତି। କେତେବେଳେ ଏହି ସୋସିଆଲ ମିଡ଼ିଆ ସମାଜ ଉପରେ ଭଲ ପ୍ରଭାଵ ପକାଉଛି ତ ଆଉ କେତେବେଳେ ଏହା ସମାଜ ଉପରେ ମଧ୍ଯ ଖରାପ୍ ପ୍ରଭାଵ ପକାଉଛି। 
Viral
ଆଜିକାଲି ସୋସିଆଲ ମିଡିଆ ପାଇଁ କିଛି ଘଟଣା ଅଛପା ହୋଇ ରହୁନାହିଁ। ଯାହା କିଛି ଘଟୁଛି ତାହା କ୍ଷଣିକ ମଧ୍ୟରେ ହିଁ ସୋସିଆଲ ମିଡ଼ିଆ ରେ ଦେଖିବାକୁ ମିଳିଥାଏ। ଆଜିକାଲି ଯୁବପିଢୀଙ୍କ ପାଇଁ ଏହି ସୋସିଆଲ ମିଡ଼ିଆ ସହଜ ଓ ସରଳ ଉପାୟ ପାଲଟି ଯାଇଛ
ତେବେ ବନ୍ଧୁଗଣ ବର୍ତମାନ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବନ୍ଧୁଗଣ ଓଡ଼ିଶାର ସୁନାମଧନ୍ୟ ବିଶିଷ୍ଟ ଭଜନ କଣ୍ଠଶିଳ୍ପୀ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ଘଟିଛି। ଶାନ୍ତିଲତାଙ୍କ ମୃ-ତ୍ୟୁକୁ ସ୍ପଷ୍ଟ କରି ସୂଚନା ଦେଇଛନ୍ତି ସ୍ୱାମୀ ବସନ୍ତ କୁମାର ଛୋଟରାୟ। 
Viral
ଶାନ୍ତିଲତା ଓଡ଼ିଶାରେ ଅନେକ ଭଜନ ସଂଗୀତ ଗାଇ ଲୋକଙ୍କ ହୃଦୟରେ ଆଜି ବି ଘର କରି ରହିଛନ୍ତି। ତାଙ୍କର ମୃ-ତ୍ୟୁ ଖବରକୁ ନେଇ ଓଲିଉଡ଼ ଇଣ୍ଡଷ୍ଟ୍ରୀରେ ଶୋକର ଛାୟା ଖେଳିଯାଇଛି। ସୂଚନାନୁଯାୟୀ, କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଦୀର୍ଘଦିନ ଧରି ଅସୁସ୍ଥତା ପାଇଁ ଚିକିତ୍ସିତ ହେଉଥିଲେ।
କାଲି ପୁରୀ ସ୍ୱର୍ଗଦ୍ୱାରରେ ଶେଷକୃତ୍ୟୁ ହେବ ବୋଲି ତାଙ୍କ ସ୍ୱାମୀ କହିଛନ୍ତି। ଶାନ୍ତିଲତା ବାରିକ ଅନେକ ଜଗନ୍ନାଥଙ୍କ ଗୀତ ବୋଲିଛନ୍ତି। ସେ "ଥକା ମନ ଚାଲ ଯିବା" ଓ "ଜଗନ୍ନାଥ ତୁମେ ବଡ଼ ଛଳିଆ" ଆଦି ଗୀତ ପାଇଁ ଲୋକପ୍ରିୟତା ହାସଲ କରିଥିଲେ। 
୨୦୨୧ ମସିହାରେ ସେ ଅସୁସ୍ଥ ହୋଇପଡ଼ିଥିଲା। ହେଲ୍‌ଥ ଚେକ୍‌ ପରେ ଗଳା କ୍ୟାନ୍‌ସର ହୋଇଥିବା ଜାଣିବାକୁ ପାଇଥିଲେ ପରିବାର ଲୋକେ। ତାଙ୍କୁ ସଙ୍ଗେ ସଙ୍ଗେ ମୁମ୍ୱାଇର ଟାଟା ମେମୋରିଆଲ୍‌ କ୍ୟାନ୍‌ସର ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା
ସେଠାରେ ଚିକିତ୍ସା ପରେ ସାମାନ୍ୟ ସୁସ୍ଥ ହୋଇଥିଲେ। କିନ୍ତୁ ସମ୍ପୂର୍ଣ୍ଣ ଆରୋଗ୍ୟ ହୋଇନଥିଲେ। ଭଜନ କ୍ଷେତ୍ରରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ ଶାନ୍ତିଲତା ବାରିକ। ଜଗନ୍ନାଥ ଭଜନ ତାଙ୍କୁ ଓଡ଼ିଶାର ଘରେ ଘରେ ପରିଚିତ କରାଯାଇଥିଲା। ସେ ଅନେକ ଲୋକପ୍ରିୟ ଭଜନ ଗାଇଛନ୍ତି।

Advertisement