Updated: Jun 19, 2024, 20:09 IST

ସୁଟିଂ ସାରି ଘରକୁ ଫେରୁଥିଲେ ହଠାତ୍ ମଝି ରାସ୍ତାରେ ଘଟିଲା ଭୟଙ୍କର ଦୁ-ର୍ଘ-ଟଣା ଚାଲିଗଲା ଜୀବନ

Vh

ନମସ୍କାର ପାଠକ ବନ୍ଧୁ। ବନ୍ଧୁଗଣ ସୋସିଆଲ ମିଡିଆରେ ପ୍ରତ୍ୟେକ ସମୟ କିଛି ନା କିଛି ଖବର ବା ଭିଡିଓ ଦେଖିବାକୁ ମିଳିଥାଏ। ତେବେ ବନ୍ଧୁଗଣ ଆମ ସମାଜରେ ଯାହାବି କିଛି ଘଟଣା ଗୁଡିକ ହୋଇଥାଏ ତାହାକୁ ଆମେ ସୋସିଆଲ ମିଡିଆ ମାଧ୍ୟମରେ ଜାଣିପାରୁ। ଆଜିକାଲି ଛୋଟ ପିଲାଙ୍କ ଠାରୁ ଆରମ୍ଭ କରି ବୟସ୍କ ବ୍ୟକ୍ତିଙ୍କ ପର୍ଯ୍ୟନ୍ତ ସମସ୍ତେ ଅନ୍ଲାଇନ୍ ସହ ଯୋଡିତ ରହୁଛନ୍ତି।
Vb
ତ୍ରିଶୁଳିଆ କୁଆଖିଆ ନଦୀ ପୋଲ ଉପରେ ଗତକାଲି ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁ-ର୍ଘ-ଟ-ଣା ଘଟିଛି। ଏକ ସିମେଣ୍ଟ ବୋଝେଇ ଟ୍ରକ୍ ସହ କାର ମୁହାଁମୁହିଁ ଧକ୍କା ହେବା ଫଳରେ ବ୍ରିଜରୁ ତଳକୁ ଖସି ପଡ଼ିଛି ଟ୍ରକ୍। ଦୁ-ର୍ଘ-ଟ-ଣାରେ ଜଣେ ମହିଳାଙ୍କର ମୃ-ତ୍ୟୁ ଘଟିଥିବା ବେଳେ କାର୍ ଓ ଟ୍ରକ୍ ଡ୍ରାଇଭର ସମେତ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ କଟକ ଏସସିବିରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ଜଣାପଡିଛି। 
Bh
ମିଳିଥିବା ସୂଚନା ଅନୁସାରେ ରାତିରେ ସିରିଏଲ୍ ସୁଟିଂ ସାରି କାରରେ କିଛି କଳାକାର ଘରକୁ ଫେରୁଥିଲେ। ଏହି ସମୟରେ ବ୍ରିଜ ଉପରେ ବୀପରିତ ଦିଗରୁ ଆସୁଥିବା ଟ୍ରକ୍ ସହ କାର୍‌ର ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଟ୍ରକଟି ଭାରାସାମ୍ୟ ହରାଇ ବ୍ରିଜର ବାଡ଼ ଭାଙ୍ଗି ପୋଲରୁ ତଳକୁ ଖସିପଡ଼ିଥିଲା। ଦୁ-ର୍ଘ-ଟ-ଣାରେ ଜଣେ ମହିଳାଙ୍କର ଘଟଣାସ୍ଥଳରେ ମୃ-ତ୍ୟୁ ଘଟିଥିବା ବେଳେ କାର୍ ଓ ଟ୍ରକ୍ ଡ୍ରାଇଭର ସମେତ ୪ ଜଣ ଗୁରୁତର ଆହତ ହୋଇଛନ୍ତି। 
କାରରେ ତିନି ଜଣ ମହିଳା ଓ ଜଣେ ପୁରୁଷ ଥିବା ବେଳେ, ଜଣେ ମହିଳାଙ୍କର ମୃ-ତ୍ୟୁ ହୋଇଛି। ଟ୍ରକ ଡ୍ରାଇଭର ସମେତ କାର ଥିବା ତିନିଜଣ ଗୁରୁତର ଅଛନ୍ତି। ଖବର ପାଇଁ ଘଟଣାସ୍ଥଳରେ ବାରଙ୍ଗ ଅଗ୍ନିଶମ ବାହିନୀ ଓ ପୁଲିସ ପହଞ୍ଚି ମୃ-ତ-ଦେ-ହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏଥିସହ ଆହତମାନଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି। ପୁଲିସ ଦୁ-ର୍ଘ-ଟ-ଣାଗ୍ରସ୍ତ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।

Advertisement